Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।

Gade chapit la Kopi

ଓଡିଆ ବାଇବେଲ

11 ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ

11 ଏଥିପାଇଁ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଏବଂ ଭକ୍ଷ୍ୟ ଲୁଟିନେଇ ପଳାଇଗଲେ।

Gade chapit la Kopi




ଆଦି ପୁସ୍ତକ 14:11
8 Referans Kwoze  

ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”


ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।


ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।


ସଦାପ୍ରଭୁ ତୁମ୍ଭର ଜାନୁ, ଜଙ୍ଘ ଓ ତଳିପାରୁ ମସ୍ତକ ପର୍ଯ୍ୟନ୍ତ ବ୍ୟଥାଦାୟୀ ବଥ ଦ୍ୱାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।


ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ।


ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।


ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।


ପୁଣି, ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।


Swiv nou:

Piblisite


Piblisite