Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ

12 ଅବ୍ରାମଙ୍କର ଭାତୃ ପୁତ୍ର ଲୋଟ ସଦୋମରେ ବାସ କରୁଥିଲେ ଏବଂ ଶତ୍ରୁମାନେ ତାହାକୁ ବନ୍ଦୀ କଲେ। ଏବଂ ଶତ୍ରୁଗଣ ତାଙ୍କର ସମସ୍ତ ସମ୍ପତ୍ତି ଲୁଟି ନେଲେ।

Gade chapit la Kopi




ଆଦି ପୁସ୍ତକ 14:12
13 Referans Kwoze  

ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;


ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;


ଯଦି କୋରଡ଼ା ହଠାତ୍‍ ମାରି ପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ।


ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”


ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।


ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନି ଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ।


ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।


ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


Swiv nou:

Piblisite


Piblisite