ଆଦି ପୁସ୍ତକ 14:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେର୍ର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି ସେମାନେ ଅବ୍ରାମଙ୍କର ସହାୟ ଥିଲେ। Gade chapit laଓଡିଆ ବାଇବେଲ13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ। Gade chapit laପବିତ୍ର ବାଇବଲ13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଗ୍ଭର ଦେଲା। ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷମୂଳେ ବାସ କରୁଥିଲେ। ସେମାନେ ମଧ୍ୟ ଅବ୍ରାମଙ୍କର ସହାୟ ଥିଲେ। Gade chapit la |
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’