Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଅନନ୍ତର ସଦୋମର ରାଜା ଅବ୍ରାମଙ୍କୁ କହିଲେ, ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟସକଳ ଆମ୍ଭଙ୍କୁ ଦିଅ।

Gade chapit la Kopi

ଓଡିଆ ବାଇବେଲ

21 ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”

Gade chapit la Kopi

ପବିତ୍ର ବାଇବଲ

21 ଏହା ପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ୟସକଳ ଆମ୍ଭକୁ ଦିଅ।”

Gade chapit la Kopi




ଆଦି ପୁସ୍ତକ 14:21
6 Referans Kwoze  

ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।


ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।


ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,


ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।


ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।


ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।”


Swiv nou:

Piblisite


Piblisite