ଆଦି ପୁସ୍ତକ 14:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ‘ଆମ୍ଭେ ଅବ୍ରାମଙ୍କୁ ଧନବାନ କରିଅଛୁ।’ Gade chapit laପବିତ୍ର ବାଇବଲ (Re-edited) - (BSI)23 ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ତିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ। Gade chapit laଓଡିଆ ବାଇବେଲ23 ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ। Gade chapit laପବିତ୍ର ବାଇବଲ23 ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବି ନାହିଁ। ଏପରିକି ତୁମ୍ଭ ପାଖରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ୟ ନେବି ନାହିଁ। ମୁଁ ତୁମ୍ଭକୁ କହିବାକୁ ଗ୍ଭହେଁ ନାହିଁ, ‘ମୁଁ ଅବ୍ରାମଙ୍କୁ ଧନି କରିଛି।’ Gade chapit la |
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।