Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,

Gade chapit la Kopi

ଓଡିଆ ବାଇବେଲ

4 ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,

Gade chapit la Kopi

ପବିତ୍ର ବାଇବଲ

4 ଏହି ରାଜାମାନେ ବାରବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହି ହୋଇଥିଲେ।

Gade chapit la Kopi




ଆଦି ପୁସ୍ତକ 14:4
5 Referans Kwoze  

ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ?


ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା ଓ ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,


ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍‍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।


ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍‍ରେ ଏମୀୟ ଲୋକମାନଙ୍କୁ,


Swiv nou:

Piblisite


Piblisite