Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

9 ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

9 ସେମାନେ ଏଲମର ରାଜା କଦର୍ଲାୟୋମର ଓ ଗୋୟିମର ତିଦିୟଲର ରାଜା ଓ ଶିନିୟରର ଅମ୍ରାଫ‌ଲ୍‌ର ରାଜା ଓ ଇଲ୍ଲାସରର ରାଜା। ଏହି ଗ୍ଭରି ଜଣ ରାଜା ପାଞ୍ଚ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।

Gade chapit la Kopi




ଆଦି ପୁସ୍ତକ 14:9
5 Referans Kwoze  

ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍‍ ଓ ଅରାମ।


ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା ଓ ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,


ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍‍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,


ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।


ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍‍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


Swiv nou:

Piblisite


Piblisite