Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 15:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ସେ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ତ କରି ଖଣ୍ତକ ଆଗରେ ଅନ୍ୟ ଖଣ୍ତ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ତ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ସେ ସବୁକୁ ସେ ପରମେଶ୍ୱରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସେଗୁଡ଼ିକ ଦୁଇ ଧାଡ଼ିରେ ରଖି ପ୍ରତ୍ୟେକ ଅଧାର ଉପରେ ଆଉ ଅଧା ଯୁକ୍ତ ଚିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।

Gade chapit la Kopi




ଆଦି ପୁସ୍ତକ 15:10
6 Referans Kwoze  

ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।


ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା।


ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।


ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”


ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।


Swiv nou:

Piblisite


Piblisite