ଆଦି ପୁସ୍ତକ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଅନନ୍ତର ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ। Gade chapit laଓଡିଆ ବାଇବେଲ11 ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ। Gade chapit laପବିତ୍ର ବାଇବଲ11 ଏହା ପରେ, ଅନ୍ୟ ବନ୍ୟ ପକ୍ଷୀ ସେହି ମୃତ ପ୍ରାଣୀଙ୍କ ଉପରେ ଝାମ୍ପ ମାରିଲେ ଏବଂ ଅବ୍ରାମ ସେମାନଙ୍କୁ ଘଉଡ଼ାଇ ଦେଲେ। Gade chapit la |