Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 15:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

12 ଯେତେବେଳେ ସୂର୍ଯ୍ୟାସ୍ତ ହେଉଥିଲା ଅବ୍ରାମ ଘୋର ନିଦ୍ରାରେ ଶୋଇ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହୋଇଗଲେ।

Gade chapit la Kopi




ଆଦି ପୁସ୍ତକ 15:12
10 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।


ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,


ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।


ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।


ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।


ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।


Swiv nou:

Piblisite


Piblisite