ଆଦି ପୁସ୍ତକ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ସେ ତାଙ୍କୁ କହିଲେ, ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ। Gade chapit laଓଡିଆ ବାଇବେଲ7 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।” Gade chapit laପବିତ୍ର ବାଇବଲ7 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ମୁଁ ସେହି ସଦାପ୍ରଭୁ, ଯିଏ ତୁମ୍ଭମାନଙ୍କୁ କଲଦୀୟମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦେବା ପାଇଁ ବାହାର କରି ଆଣିଲି।” Gade chapit la |
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।