Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରିଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।

Gade chapit la Kopi

ଓଡିଆ ବାଇବେଲ

9 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”

Gade chapit la Kopi

ପବିତ୍ର ବାଇବଲ

9 ସଦାପ୍ରଭୁଙ୍କର ଦୂତ ହାଗାରକୁ କହିଲେ, “ତୁମ୍ଭର ମାଲିକାଣୀ ପାଖକୁ ଫେରିଯାଅ ଓ ନିଜକୁ ତା'ର ପାଖରେ ସମର୍ପଣ କର।”

Gade chapit la Kopi




ଆଦି ପୁସ୍ତକ 16:9
9 Referans Kwoze  

ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,


ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।


ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।


ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।


“ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”


ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।”


Swiv nou:

Piblisite


Piblisite