ଆଦି ପୁସ୍ତକ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅବ୍ରାମଙ୍କର ଅନେଶ୍ଵତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Gade chapit laଓଡିଆ ବାଇବେଲ1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। Gade chapit laପବିତ୍ର ବାଇବଲ1 ଯେତେବେଳେ ଅବ୍ରାମଙ୍କୁ ଅନେଶ୍ୱତ ବର୍ଷ ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ସର୍ବଶକ୍ତିମାନ ପରମେଶ୍ୱର। ଉତ୍ତମ କାର୍ଯ୍ୟମାନ କର। ମୋତେ ମାନ ଏବଂ ନିଷ୍ଠାପର ଜୀବନଯାପନ କର। Gade chapit la |
ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’