ଆଦି ପୁସ୍ତକ 17:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ। Gade chapit laଓଡିଆ ବାଇବେଲ13 ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ। Gade chapit laପବିତ୍ର ବାଇବଲ13 ସେଥିପାଇଁ ତୁମ୍ଭର ସମସ୍ତ ପୁରୁଷ ସେବକଗଣ ନିଶ୍ଚୟ ସୁନ୍ନତ ହେବେ ଓ ତୁମ୍ଭମାନଙ୍କର ଶରୀରରେ, ଚୁକ୍ତି ହିସାବରେ ମୋର ଚିରନ୍ତନ ଚିହ୍ନ ରହିବ। Gade chapit la |
ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”