Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 17:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁ ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁ ଉତ୍ତାରୁ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକି ଆଉ ସାରୀ (କୁଳୀନା) ବୋଲି ଡାକ ନାହିଁ; ତାହାର ନାମ ସାରା (ରାଣୀ) ହେଲା।

Gade chapit la Kopi

ଓଡିଆ ବାଇବେଲ

15 ତହିଁ ଉତ୍ତାରୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।

Gade chapit la Kopi

ପବିତ୍ର ବାଇବଲ

15 ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ମୁଁ ତୁମ୍ଭ ସ୍ତ୍ରୀ ସାରୀର ଏକ ନୂତନ ନାମକରଣ କରିବି। ତାଙ୍କର ନୂତନ ନାମ ସାରା ହେବ।

Gade chapit la Kopi




ଆଦି ପୁସ୍ତକ 17:15
7 Referans Kwoze  

ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।


ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।


ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”


ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”


“ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।


Swiv nou:

Piblisite


Piblisite