ଆଦି ପୁସ୍ତକ 17:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)19 ସେତେବେଳେ ପରମେଶ୍ଵର କହିଲେ, ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ। Gade chapit laଓଡିଆ ବାଇବେଲ19 ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ। Gade chapit laପବିତ୍ର ବାଇବଲ19 ପରମେଶ୍ୱର କହିଲେ, “ନାଁ, ମୁଁ କହିଲି, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା'ର ନାମ ଇସ୍ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସେହି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାୟୀ ହେବ। Gade chapit la |