Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 17:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।

Gade chapit la Kopi

ଓଡିଆ ବାଇବେଲ

2 ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।”

Gade chapit la Kopi

ପବିତ୍ର ବାଇବଲ

2 ଯଦି ତୁମ୍ଭେ ଏପରି କର, ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ ଅଛି। ମୁଁ ପ୍ରତିଜ୍ଞା କରୁଛି ତୁମ୍ଭର ଲୋକମାନଙ୍କୁ ନେଇ ମୁଁ ଏକ ବିରାଟ ଜାତି ସୃଷ୍ଟି କରିବି।”

Gade chapit la Kopi




ଆଦି ପୁସ୍ତକ 17:2
14 Referans Kwoze  

ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,


ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


“ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,


ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ କରାଯାଇଅଛି, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;


ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”


ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।


ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।


ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‌ହାକଙ୍କ ପ୍ରତି କରିଥିଲେ;


ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।


Swiv nou:

Piblisite


Piblisite