Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 17:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଅବ୍ରହାମଙ୍କର ଅନେଶ୍ଵତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମର ଛେଦନ ହେଲା।

Gade chapit la Kopi

ଓଡିଆ ବାଇବେଲ

24 ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।

Gade chapit la Kopi

ପବିତ୍ର ବାଇବଲ

24 ଅବ୍ରହାମ ଅନେଶ୍ୱତ ବର୍ଷ ବୟସରେ ସୁନ୍ନତ ହେଲେ।

Gade chapit la Kopi




ଆଦି ପୁସ୍ତକ 17:24
8 Referans Kwoze  

ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,


ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?”


ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।


ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।


ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।


ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‌ହାକ ଜାତ ହେଲା।


Swiv nou:

Piblisite


Piblisite