Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 17:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ତାଙ୍କର ପୁତ୍ର ଇଶ୍ମାଏଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମର ଛେଦନ ହେଲା।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।

Gade chapit la Kopi

ପବିତ୍ର ବାଇବଲ

25 ଇଶ୍ମାଏଲଙ୍କୁ ଯେତେବେଳେ ତେର ବର୍ଷ ବୟସ ହୋଇଥିଲା ସେତେବେଳେ ସେ ସୁନ୍ନତ ହେଲେ।

Gade chapit la Kopi




ଆଦି ପୁସ୍ତକ 17:25
3 Referans Kwoze  

ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।


ଏହିରୂପେ ଏକ ଦିନରେ ଅବ୍ରହାମଙ୍କର ଓ ତାଙ୍କ ପୁତ୍ର ଇଶ୍ମାୟେଲର ସୁନ୍ନତ ହେଲା।


ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ।


Swiv nou:

Piblisite


Piblisite