ଆଦି ପୁସ୍ତକ 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳ ସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ଵର ହେବା। Gade chapit laଓଡିଆ ବାଇବେଲ7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା। Gade chapit laପବିତ୍ର ବାଇବଲ7 ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସେହି ଚୁକ୍ତି ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ ହେବ। ଏହି ଚୁକ୍ତି ଅନନ୍ତକାଳସ୍ଥାୟୀ ହେବ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ୟଦ୍ ବଂଶଧରମାନଙ୍କର ପରମେଶ୍ୱର ହେବି। Gade chapit la |
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’