Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 17:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପରମେଶ୍ଵର ଅବ୍ରହାମଙ୍କୁ ଆହୁରି କହିଲେ, ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।

Gade chapit la Kopi

ଓଡିଆ ବାଇବେଲ

9 ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।

Gade chapit la Kopi

ପବିତ୍ର ବାଇବଲ

9 ଏବଂ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ବର୍ତ୍ତମାନ ଏହା ତୁମ୍ଭର ଚୁକ୍ତିର ଏକ ଅଂଶ। ତୁମ୍ଭେ ଓ ତୁମ୍ଭର ବଂଶ ଆମ୍ଭର ଚୁକ୍ତିକୁ ମାନି ଚଳିବ।

Gade chapit la Kopi




ଆଦି ପୁସ୍ତକ 17:9
6 Referans Kwoze  

ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।


ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।


ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।


ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”


ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।


Swiv nou:

Piblisite


Piblisite