Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “‘ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ,’ ଏହା ଭାବି ସାରା କାହିଁକି ହସିଲା?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ, ଏହା ଭାବି ସାରା କାହିଁକି ହସିଲା?

Gade chapit la Kopi

ଓଡିଆ ବାଇବେଲ

13 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ, ଏହା ଭାବି ସାରା କାହିଁକି ହସିଲା ?

Gade chapit la Kopi

ପବିତ୍ର ବାଇବଲ

13 ଏହା ପରେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “ସାରା ହସି କହୁଛି ସେ ପିଲା ଜନ୍ମ କରିବା ପାଇଁ ବେଶି ବୁଢ଼ି ହୋଇଯାଇଛି।

Gade chapit la Kopi




ଆଦି ପୁସ୍ତକ 18:13
5 Referans Kwoze  

ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣିଥିଲେ।


ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”


ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”


ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ।”


ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”


Swiv nou:

Piblisite


Piblisite