ଆଦି ପୁସ୍ତକ 18:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁଙ୍କ ଆଶ୍ଚର୍ଯ୍ୟ କେଉଁ କର୍ମ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେସମୟକୁ ସାରାର (କୋଳରେ) ପୁତ୍ର ଥିବ। Gade chapit laଓଡିଆ ବାଇବେଲ14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ। Gade chapit laପବିତ୍ର ବାଇବଲ14 ସଦାପ୍ରଭୁଙ୍କ ପାଇଁ କ’ଣ କିଛି କଷ୍ଟସାଧ୍ୟ? ନାଁ! ମୁଁ ନିଶ୍ଚିତ ଏହି ବସନ୍ତରେ ପୁନରାୟ ଏଠାକୁ ଆସିବି, ମୁଁ କହୁଛି ପୁନରାୟ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦେବ।” Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।