ଆଦି ପୁସ୍ତକ 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)2 ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ତାୟମାନ; ପୁଣି ଦେଖିବା ମାତ୍ର ସାକ୍ଷାତ୍ କରିବାକୁ ତମ୍ଵୁଦ୍ଵାରରୁବେଗେ ଯାଇ ଭୂମିଷ୍ଠ ହୋଇ କହିଲେ, Gade chapit laଓଡିଆ ବାଇବେଲ2 ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବା ମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ, Gade chapit laପବିତ୍ର ବାଇବଲ2 ଅବ୍ରହାମ ଦେଖିଲେ ତିନି ଜଣ ଲୋକ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ। ଅବ୍ରହାମ ଏହା ଦେଖିବାପରେ ସେମାନଙ୍କ ପାଖକୁ ଧାଇଁଗଲେ ଓ ଭୂମିଷ୍ଠ ହେଲେ। Gade chapit la |