ଆଦି ପୁସ୍ତକ 18:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? Gade chapit laପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ଅବ୍ରହାମ ନିକଟକୁ ଯାଇ କହିଲେ, ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? Gade chapit laଓଡିଆ ବାଇବେଲ23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ? Gade chapit laପବିତ୍ର ବାଇବଲ23 ଏହା ପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, “ହେ ସଦାପ୍ରଭୁ, ଆପଣ କ’ଣ ନିରୀହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବା ପାଇଁ ଯୋଜନା କରିଅଛନ୍ତି?” Gade chapit la |