ଆଦି ପୁସ୍ତକ 18:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?” Gade chapit laପବିତ୍ର ବାଇବଲ (Re-edited) - (BSI)25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ? Gade chapit laଓଡିଆ ବାଇବେଲ25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?” Gade chapit laପବିତ୍ର ବାଇବଲ25 ନିଶ୍ଚୟ ଆପଣ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବେ ନାହିଁ। ଯଦି ଏହା ହୁଏ, ତେବେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କ’ଣ ସାରା ପୃଥିବୀର ବିଗ୍ଭରକର୍ତ୍ତା ଯାହା ନ୍ୟାୟ, ତାହା କରିବେ ନାହିଁ?” Gade chapit la |