ଆଦି ପୁସ୍ତକ 18:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)32 ସେ କହିଲେ; ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ। ସେ କହିଲେ, ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ। Gade chapit laଓଡିଆ ବାଇବେଲ32 ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” Gade chapit laପବିତ୍ର ବାଇବଲ32 ଏହା ପରେ ଅବ୍ରହାମ କହିଲେ, “ସଦାପ୍ରଭୁ ମୋ’ ଉପରେ କ୍ରୋଧ କରନ୍ତୁ ନାହିଁ। ମୋତେ ଶେଷ ଥର ପାଇଁ ଅନୁମତି ମିଳୁ। ଯଦି ଆପଣ ସେଠାରେ ଦଶ ଜଣ ଉତ୍ତମ ଲୋକ ଦେଖନ୍ତି ତେବେ କ’ଣ ଆପଣ ଏପରି କରିବେ?” ସଦାପ୍ରଭୁ କହିଲେ, “ଯଦି ଦଶ ଜଣ ଉତ୍ତମ ଲୋକ ଥା’ନ୍ତି ତେବେ ସେହି ସହରକୁ ବିନଷ୍ଟ କରିବି ନାହିଁ।” Gade chapit la |