Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 18:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁ ଉତ୍ତାରେ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ? ସେ କହିଲେ, ଦେଖନ୍ତୁ, ସେ ତମ୍ଵୁରେ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

9 ଏହା ପରେ ସେହି ଲୋକମାନେ ପଗ୍ଭରିଲେ, “ତୁମ୍ଭର ସ୍ତ୍ରୀ ସାରା କେଉଁଠାରେ?” ଅବ୍ରହାମ ଉତ୍ତର ଦେଲେ, “ସେ ଏହି ତମ୍ବୁରେ ଅଛି।”

Gade chapit la Kopi




ଆଦି ପୁସ୍ତକ 18:9
8 Referans Kwoze  

ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।


ସେତେବେଳେ ଇସ୍‌ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନିଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା। ତହିଁରେ ଇସ୍‌ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।


ତହୁଁ ଲାବନ ଯାକୁବର ତମ୍ବୁଗୃହ ଓ ଲେୟାର ତମ୍ବୁଗୃହ ଓ ଦୁଇ ଦାସୀର ତମ୍ବୁଗୃହକୁ ଯାଇ ଅନ୍ୱେଷଣ କଲା; ମାତ୍ର ପାଇଲା ନାହିଁ। ଏଣୁ ସେ ଲେୟାର ତମ୍ବୁଗୃହ ଛାଡ଼ି ରାହେଲର ତମ୍ବୁଗୃହରେ ପ୍ରବେଶ କଲା।


ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”


ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍‌ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;


ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”


ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।


ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ।” ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।


Swiv nou:

Piblisite


Piblisite