Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ଵାର ବନ୍ଦ କଲେ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ

10 ମାତ୍ର ସେହି ଦୁଇଜଣ ଲୋକ ହାତ ବଢ଼ାଇ ଲୋଟକୁ ଭିତରକୁ ନେଇ କବାଟ ବନ୍ଦ କରିଦେଲେ।

Gade chapit la Kopi




ଆଦି ପୁସ୍ତକ 19:10
2 Referans Kwoze  

ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା


ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।


Swiv nou:

Piblisite


Piblisite