Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ଲୋଟ ଉତ୍ତର କଲା, “ହେ ମୋହର ପ୍ରଭୋ, ଏପରି ନ ହେଉ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ଲୋଟ ଉତ୍ତର କଲା, ହେ ମୋହର ପ୍ରଭୋ, ଏପରି ନ ହେଉ;

Gade chapit la Kopi

ଓଡିଆ ବାଇବେଲ

18 ତହିଁରେ ଲୋଟ ଉତ୍ତର କଲା, “ହେ ମୋହର ପ୍ରଭୁ, ଏପରି ନ ହେଉ;

Gade chapit la Kopi

ପବିତ୍ର ବାଇବଲ

18 କିନ୍ତୁ, ଲୋଟ ସେହି ଦୁଇଜଣ ସ୍ୱର୍ଗଦୂତଙ୍କୁ କହିଲେ, “ହେ ମହାଶୟଗଣ, ଏପରି ନ ହେଉ।”

Gade chapit la Kopi




ଆଦି ପୁସ୍ତକ 19:18
8 Referans Kwoze  

କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ।


କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୁ, ଯିରୂଶାଲମ ସହରରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।


ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, “ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।


ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”


ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”


ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହାଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି।


Swiv nou:

Piblisite


Piblisite