ଆଦି ପୁସ୍ତକ 19:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହାଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହା ଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି। Gade chapit laଓଡିଆ ବାଇବେଲ19 ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହା ଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି। Gade chapit laପବିତ୍ର ବାଇବଲ19 ଆପଣ ମୋତେ ମୋର ଜୀବନକୁ ରକ୍ଷାକରି, କିଛି ସମୟ ପୂର୍ବରୁ ଆମ୍ଭଙ୍କୁ ଅତ୍ୟନ୍ତ ଦୟା ଓ ଅନୁଗ୍ରହ ଦେଖାଇଛନ୍ତି। କିନ୍ତୁ ମୁଁ ପର୍ବତକୁ ପଳାଇ ଯାଇ ନ ପାରେ। ଏହି ବିପତ୍ତି ହୁଏତ ମୋତେ ଧରି ପକାଇବ ଓ ମାରିଦେବ। Gade chapit la |
ସେସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, ‘ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?’