Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ?

Gade chapit la Kopi

ଓଡିଆ ବାଇବେଲ

20 ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ ?”

Gade chapit la Kopi

ପବିତ୍ର ବାଇବଲ

20 ଦେଖ, ଏହି ସ୍ଥାନ ନିକଟରେ ଏକ ଛୋଟ ସହର ଅଛି। ଆପଣ ମୋତେ ସେହି ସ୍ଥାନକୁ ଦୌଡ଼ି ଯିବାକୁ ଅନୁମତି ଦିଅନ୍ତୁ। ମୁଁ ସେଠାରେ ନିରାପଦରେ ବାସ କରି ପାରିବି। ତାହା ଗୋଟିଏ ଛୋଟ ସହର ମାତ୍ର।”

Gade chapit la Kopi




ଆଦି ପୁସ୍ତକ 19:20
9 Referans Kwoze  

ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।


ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?


କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।


ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”


ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହାଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି।


ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ।


ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।


Swiv nou:

Piblisite


Piblisite