Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିଉତ୍ତାରେ ଦେଶରେ ସୂର୍ଯ୍ୟୋଦୟ ହୁଅନ୍ତେ, ଲୋଟ ସୋୟରରେ ପ୍ରବେଶ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଅନନ୍ତର ଦେଶରେ ସୂର୍ଯ୍ୟୋଦୟ ହୁଅନ୍ତେ, ଲୋଟ ସୋୟରରେ ପ୍ରବେଶ କଲା।

Gade chapit la Kopi

ଓଡିଆ ବାଇବେଲ

23 ଏଥିଉତ୍ତାରେ ଦେଶରେ ସୂର୍ଯ୍ୟୋଦୟ ହୁଅନ୍ତେ, ଲୋଟ ସୋୟରରେ ପ୍ରବେଶ କଲା।

Gade chapit la Kopi

ପବିତ୍ର ବାଇବଲ

23 ସୂର୍ଯ୍ୟୋଦୟ ହୁଅନ୍ତେ ଲୋଟ ସୋୟରରେ ପହଞ୍ଚିଗଲେ।

Gade chapit la Kopi




ଆଦି ପୁସ୍ତକ 19:23
3 Referans Kwoze  

ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା।


ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି


ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା।


Swiv nou:

Piblisite


Piblisite