Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ ଅବ୍ରହାମ ପ୍ରଭାତରୁ ଉଠି ପୂର୍ବେ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଛାମୁରେ ଠିଆ ହୋଇଥିଲେ, ସେହି ସ୍ଥାନରେ ଉପସ୍ଥିତ ହୋଇ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ ଅବ୍ରହାମ ପ୍ରଭାତରୁ ଉଠି ପୂର୍ବେ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଛାମୁରେ ଠିଆ ହୋଇଥିଲେ, ସେହି ସ୍ଥାନରେ ଉପସ୍ଥିତ ହୋଇ

Gade chapit la Kopi

ଓଡିଆ ବାଇବେଲ

27 ଆଉ ଅବ୍ରହାମ ପ୍ରଭାତରୁ ଉଠି ପୂର୍ବେ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଛାମୁରେ ଠିଆ ହୋଇଥିଲେ, ସେହି ସ୍ଥାନରେ ଉପସ୍ଥିତ ହୋଇ

Gade chapit la Kopi

ପବିତ୍ର ବାଇବଲ

27 ସେହି ଦିନ ପ୍ରତ୍ୟୁଷରେ, ଅବ୍ରହାମ ପୂର୍ବେ ଯେଉଁ ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କ ସହିତ କଥା ହୋଇଥିଲେ, ସେହି ସ୍ଥାନକୁ ଗଲେ ଓ ଦେଖିଲେ ଯେ,

Gade chapit la Kopi




ଆଦି ପୁସ୍ତକ 19:27
6 Referans Kwoze  

ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋʼ ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି।


ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।


ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।


ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟିର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।


Swiv nou:

Piblisite


Piblisite