Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଅନନ୍ତର ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

30 ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ

30 ଲୋଟ ସୋୟରରେ ରହିବାକୁ ଭୟ କଲେ। ତେଣୁ ସେ ଏବଂ ତାଙ୍କର କନ୍ୟା ରହିବା ପାଇଁ ପର୍ବତକୁ ପଳାଇଲେ, ସେମାନେ ସେଠାରେ ଏକ ଗୁମ୍ଫାରେ ବାସ କଲେ।

Gade chapit la Kopi




ଆଦି ପୁସ୍ତକ 19:30
10 Referans Kwoze  

ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହାଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି।


ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର।


ହିଷ୍‍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍‍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।


ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।


ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।


ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।


ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”


ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,


ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।


Swiv nou:

Piblisite


Piblisite