Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାକୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

35 ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

35 ତେଣୁ ସେହି ରାତିରେ ସେ ଦୁହେଁ ମିଶି ତାଙ୍କର ପିତାଙ୍କୁ ମଦ୍ୟପାନ କରାଇଲେ। ତା'ପରେ ତାଙ୍କର ସାନ ଝିଅ ଯାଇ ତାଙ୍କ ସହିତ ସହବାସ କଲା। ଆଉଥରେ ଲୋଟ ଅତ୍ୟଧିକ ମଦ୍ୟପାନ କରିଥିବାରୁ ତାଙ୍କ ଝିଅ କେତେବେଳେ ଆସି କେତେବେଳେ ସହବାସ କରି ଯାଇଛି ସେ ଜାଣିପାରି ନ ଥିଲେ।

Gade chapit la Kopi




ଆଦି ପୁସ୍ତକ 19:35
8 Referans Kwoze  

ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।


ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।


ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?


ଆରଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜି ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”


ଏହିରୂପେ ଲୋଟର ଦୁଇ କନ୍ୟା ଆପଣା ପିତା ଦ୍ୱାରା ଗର୍ଭବତୀ ହେଲେ।


Swiv nou:

Piblisite


Piblisite