ଆଦି ପୁସ୍ତକ 19:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏଥିଉତ୍ତାରେ ଜ୍ୟେଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ମୋୟାବ ଦେଲା; ସେ ବର୍ତ୍ତମାନ କାଳର ମୋୟାବୀୟ ଲୋକମାନଙ୍କର ଆଦିପିତା। Gade chapit laପବିତ୍ର ବାଇବଲ (Re-edited) - (BSI)37 ଅନନ୍ତର ଜ୍ୟେଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ମୋୟାବ ଦେଲା; ସେ ବର୍ତ୍ତମାନ କାଳର ମୋୟାବୀୟ ଲୋକମାନଙ୍କର ଆଦିପିତା। Gade chapit laଓଡିଆ ବାଇବେଲ37 ଏଥିଉତ୍ତାରେ ଜ୍ୟେଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ମୋୟାବ ଦେଲା; ସେ ବର୍ତ୍ତମାନ କାଳର ମୋୟାବୀୟ ଲୋକମାନଙ୍କର ଆଦିପିତା। Gade chapit laପବିତ୍ର ବାଇବଲ37 ବଡ଼ଝିଅ ଏକ ପୁତ୍ରକୁ ଜନ୍ମ କଲା। ତାହାର ନାମ ସେ ମୋୟାବ ରଖିଲା। ମୋୟାବ ହେଲା ବର୍ତ୍ତମାନ ମୋୟାବୀୟ ଲୋକମାନଙ୍କର ଆଦିପିତା। Gade chapit la |