Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍।

Gade chapit la Kopi

ଓଡିଆ ବାଇବେଲ

14 ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।

Gade chapit la Kopi

ପବିତ୍ର ବାଇବଲ

14 ତୃତୀୟ ନଦୀର ନାମ ହିଦ୍ଦେକଲ୍ ଥିଲା, ଏହା ଅଶୂରିୟ ଦେଶର ସମ୍ମୁଖ ଦେଇ ଗମନ କରେ ଏବଂ ଚତୁର୍ଥ ନଦୀର ନାମ ଫରାତ୍ ଥିଲା।

Gade chapit la Kopi




ଆଦି ପୁସ୍ତକ 2:14
11 Referans Kwoze  

ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,


ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,


ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ।


ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍‍, ଫରାତ୍‍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।


ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍‍ ପର୍ଯ୍ୟନ୍ତ ଯାତ୍ରା କର।


ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।


ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍‍ ଓ ଅରାମ।


ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍‍-ପୁରୀ ଓ କେଲହ,


ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।


ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।


ବାବିଲୀୟମାନଙ୍କୁ ଓ ସମୁଦାୟ କଲ୍‍ଦୀୟ ଲୋକଙ୍କୁ, ପକୋଦ, ଶୋୟା, କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେମାନେ ସମସ୍ତେ ମନୋହର ଯୁବା ଲୋକ। ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ୱାରୋହୀ।


Swiv nou:

Piblisite


Piblisite