Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ସଦାପ୍ରଭୁ ପରମେଶ୍ଵର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

15 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନରେ କୃଷିକର୍ମ ଓ ତାହାର ଯତ୍ନ ନେବା ପାଇଁ ନିଯୁକ୍ତ କଲେ।

Gade chapit la Kopi




ଆଦି ପୁସ୍ତକ 2:15
7 Referans Kwoze  

କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।


ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।


ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।


ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।


ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;


ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।


ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର,


Swiv nou:

Piblisite


Piblisite