Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହୁଁ ଆଦମ କହିଲେ, ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହା ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

23 ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ

23 ସେହି ମନୁଷ୍ୟ କହିଲା, “ସେ ମୋ’ ପରି, ତା'ର ହାଡ଼ ମୋର ହାଡ଼ରୁ ଆସିଛି। ତା'ର ଶରୀର ମୋର ଶରୀରରୁ ଆସିଛି। ଯେହେତୁ ସେ ନରଠାରୁ ଆସିଛି, ତାହାର ନାମ ‘ନାରୀ।’”

Gade chapit la Kopi




ଆଦି ପୁସ୍ତକ 2:23
6 Referans Kwoze  

ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।


“ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍‍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ‘ତୁମ୍ଭମାନଙ୍କ ପକ୍ଷରେ କି ଭଲ?’ ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।”


ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।


ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”


Swiv nou:

Piblisite


Piblisite