ଆଦି ପୁସ୍ତକ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେ ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ଵର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା। Gade chapit laଓଡିଆ ବାଇବେଲ5 ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା। Gade chapit laପବିତ୍ର ବାଇବଲ5 ସେହି ସମୟରେ କୌଣସି ବୁଦା ବା ଘାସ ବଢ଼ି ନ ଥିଲା, ସଦାପ୍ରଭୁ ପୃଥିବୀରେ ବର୍ଷା କରାଇ ନ ଥିଲେ। କାରଣ ପୃଥିବୀର ଯତ୍ନ ନେବା ପାଇଁ କେହି ନ ଥିଲେ। Gade chapit la |