ଆଦି ପୁସ୍ତକ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ ସଦାପ୍ରଭୁ ପରମେଶ୍ଵର ପୂର୍ବଦିଗସ୍ଥ ଏଦନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ଵନିର୍ମିତ ମନୁଷ୍ୟକୁ ରଖିଲେ। Gade chapit laଓଡିଆ ବାଇବେଲ8 ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ। Gade chapit laପବିତ୍ର ବାଇବଲ8 ଏହା ପରେ ସଦାପ୍ରଭୁ ପରମେଶ୍ୱର, ଏଦନର ପୂର୍ବ ଦିଗରେ ଏକ ଉଦ୍ୟାନ ରୋପଣ କଲେ, ଏବଂ ସେଠାରେ ସେ ସୃଷ୍ଟି କରିଥିବା ମନୁଷ୍ୟକୁ ରଖିଲେ। Gade chapit la |