Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି ମୋହର ଭାର୍ଯ୍ୟା ହେଲା।

Gade chapit la Kopi

ଓଡିଆ ବାଇବେଲ

12 ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।

Gade chapit la Kopi

ପବିତ୍ର ବାଇବଲ

12 ସେ ମୋର ସ୍ତ୍ରୀ, କିନ୍ତୁ ସେ ମଧ୍ୟ ମୋର ଭଉଣୀ। ସେ ହେଉଛି ମୋ’ ବାପାଙ୍କର ଏକ ଝିଅ। କିନ୍ତୁ ସେ ମୋ’ ମା’ର ଝିଅ ନୁହେଁ।

Gade chapit la Kopi




ଆଦି ପୁସ୍ତକ 20:12
8 Referans Kwoze  

ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।


ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”


ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ;” ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।


ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।


ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ‘ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।’”


ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।


ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”


Swiv nou:

Piblisite


Piblisite