Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ।

Gade chapit la Kopi

ଓଡିଆ ବାଇବେଲ

14 ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ

14 ତେଣୁ ଅବିମେଲକ ସାରାକୁ ଫେରାଇ ଦେଲେ। ଅବିମେଲକ ମଧ୍ୟ ତାଙ୍କୁ କିଛି ମେଷ, ଗାଈ, ଗୋରୁ ଏବଂ କିଛି ସେବକ ଓ ସେବିକାଗଣଙ୍କୁ ଦେଲେ।

Gade chapit la Kopi




ଆଦି ପୁସ୍ତକ 20:14
7 Referans Kwoze  

ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।


ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।


ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”


ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ;” ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।


କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,


ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।


Swiv nou:

Piblisite


Piblisite