Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ଅବିମେଲକ କହିଲେ, ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।

Gade chapit la Kopi

ଓଡିଆ ବାଇବେଲ

15 ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”

Gade chapit la Kopi

ପବିତ୍ର ବାଇବଲ

15 ଏବଂ ଅବିମେଲକ କହିଲେ, “ତୁମ୍ଭ ଚତୁର୍ପାର୍ଶ୍ୱକୁ ଗ୍ଭହଁ ଏହା ମୋର ଭୂମି, ତୁମ୍ଭେ ଯେଉଁଠାରେ ଗ୍ଭହଁ ସେଠାରେ ରହିପାର।”

Gade chapit la Kopi




ଆଦି ପୁସ୍ତକ 20:15
5 Referans Kwoze  

ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।”


ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।”


ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି, ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଙ୍ଗମ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।”


ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”


ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରିଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।’”


Swiv nou:

Piblisite


Piblisite