ଆଦି ପୁସ୍ତକ 20:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଅନନ୍ତର ଅବ୍ରହାମ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ଵର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ। Gade chapit laଓଡିଆ ବାଇବେଲ17 ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ। Gade chapit laପବିତ୍ର ବାଇବଲ17-18 ସଦାପ୍ରଭୁ ଅବିମେଲକଙ୍କର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ୟା କଲେ। ପରମେଶ୍ୱର ଏପରି କଲେ, କାରଣ ଅବିମେଲକ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନେଇଥିଲେ। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ୱର ଅବିମେଲକ, ତାଙ୍କର ସମସ୍ତ ସ୍ତ୍ରୀଗଣଙ୍କୁ ଓ ଦାସୀଗଣଙ୍କୁ ଆରୋଗ୍ୟ କଲେ। ଏବଂ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ। Gade chapit la |
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”