Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭରୋଧ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭ ରୋଧ କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

18 ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭରୋଧ କରିଥିଲେ।

Gade chapit la Kopi




ଆଦି ପୁସ୍ତକ 20:18
6 Referans Kwoze  

ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।


ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”


ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।”


ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।


ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”


ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।


Swiv nou:

Piblisite


Piblisite