Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ?

Gade chapit la Kopi

ଓଡିଆ ବାଇବେଲ

4 ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ ?

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ସେପର୍ଯ୍ୟନ୍ତ ଅବିମେଲକ ସାରା ସହିତ ସହବାସ କରି ନ ଥିଲେ। ତେଣୁ ଅବିମେଲକ କହିଲେ, “ତୁମ୍ଭେ କ’ଣ ଏକ ନିର୍ଦ୍ଦୋଷ ବ୍ୟକ୍ତିକୁ ହତ୍ୟା କରିବ?

Gade chapit la Kopi




ଆଦି ପୁସ୍ତକ 20:4
7 Referans Kwoze  

ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”


ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?”


ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।


ତେବେ ସଦାପ୍ରଭୁ ଆକାଶରୁ ସଦାପ୍ରଭୁଙ୍କ ନିକଟରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କରି


ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”


Swiv nou:

Piblisite


Piblisite