ଆଦି ପୁସ୍ତକ 21:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚସ୍ୱରରେ ରୋଦନ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, ବାଳକର ମରଣ ମୁଁ ଦେଖିବି ନାହିଁ। ପୁଣି ସେ ତାହା ଆଗରେ ବସି ଉଚ୍ଚ ସ୍ଵରରେ ରୋଦନ କଲା। Gade chapit laଓଡିଆ ବାଇବେଲ16 ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚ ସ୍ୱରରେ ରୋଦନ କଲା। Gade chapit laପବିତ୍ର ବାଇବଲ16 ହାଗାର ସେଠାରୁ କିଛି ଦୂରକୁ ଗଲା, ସେତେ ଦୂର ଯେତେ ଦୂର ଗୋଟିଏ ଧନୁରୁ ଶର ମାରିଲେ ଯାଏ। ସେଠାରେ ସେ ଯାଇ ବସି ପଡ଼ିଲା। ହାଗାର ତା'ର ପିଲାଟି ମୃତ୍ୟୁବରଣ କରୁଥିବାର ଦେଖିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସେଠାରେ କ୍ରନ୍ଦନ କଲା। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।