Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେତେବେଳେ ପରମେଶ୍ଵର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।

Gade chapit la Kopi

ଓଡିଆ ବାଇବେଲ

19 ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।

Gade chapit la Kopi

ପବିତ୍ର ବାଇବଲ

19 ଏହା ପରେ ପରମେଶ୍ୱର ହାଗାରକୁ ଏକ କୂପ ଦେଖାଇଲେ। ତେଣୁ ହାଗାର ସେହି କୂପ ପାଖକୁ ଯାଇ ତାଙ୍କର ଥଳିରେ ପାଣି ଭର୍ତ୍ତିକଲା। ଏହା ପରେ ତା'ର ପୁତ୍ରକୁ ସେଥିରୁ ପାଣି ପିଇବାକୁ ଦେଲା।

Gade chapit la Kopi




ଆଦି ପୁସ୍ତକ 21:19
6 Referans Kwoze  

ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍‍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,


ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।


Swiv nou:

Piblisite


Piblisite